ଏଲ୍‌ପଜି ସିଲିଣ୍ଡର ହେଲା ଶସ୍ତା

ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ପହିଲାରୁ ଗ୍ୟାସ୍‌ ଦରରେ ବଡ଼ ଆଶ୍ୱସ୍ତି ମିଳିଛି । ତୈଳ ମାର୍କେଟିଂ କମ୍ପାନୀଗୁଡ଼ିକ ଅଗଷ୍ଟ ୧ରୁ LPGସିଲିଣ୍ଡରର ଦର ହ୍ରାସ କରିଥିବା ଘୋଷଣା କରିଛନ୍ତି । ୧୯ କିଲୋଗ୍ରାମ ବାଣିଜ୍ୟିକ LPG ସିଲିଣ୍ଡରର ମୂଲ୍ୟ ୩୩.୫୦ ଟଙ୍କା କମିଛି । ଆଜିଠାରୁ ନୂଆ ଦର ଲାଗୁ ହୋଇଛି । ଯାହା ହୋଟେଲ, ରେଷ୍ଟୁରାଣ୍ଟ ଏବଂ ଛୋଟ ବ୍ୟବସାୟ ଗ୍ରାହକଙ୍କୁ ଆଶ୍ୱସ୍ତି ଦେଇଛି ।

 

Post Views4 Total Count

Apply Now


This will close in 0 seconds

error: Content is protected !!