ଆଉ ଜଣେ ନାବାଳିକାଙ୍କ ଆତ୍ମାହୁତି

ଆଉ ଜଣେ ନାବାଳିକାଙ୍କ ଆତ୍ମାହୁତି। ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ନାବାଳିକା । ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ।

ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର ଅବସ୍ଥାରେ ଫୁଟବଲ୍ ପଡ଼ିଆରୁ ଛାତ୍ରୀ ଉଦ୍ଧାର।

ଛାତ୍ରୀ ଜଣକ ମାମୁ ଘରେ ରହି ୮ମ ଶ୍ରେଣୀରେ ପାଠ ପଢ଼ୁଥିଲେ । କେମିତି ନାବାଳିକା ଜଳିଗଲେ କାରଣ ଅସ୍ପଷ୍ଟ ରହିଛି। ନିଜେ ଜଳିଯାଇଛନ୍ତି ନା ତାଙ୍କୁ କିଏ ଜାଳିଦେଇଛି ସେନେଇ କାରଣ ଅସ୍ପଷ୍ଟ ରହିଛି। ଗୁରୁତର ଅବସ୍ଥାରେ ନାବାଳିକା ଜଣଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Post Views1 Total Count

Apply Now


This will close in 0 seconds

error: Content is protected !!