୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ନୂଆଖାଇ ପର୍ବ ଉପଲକ୍ଷେ ରାଜ୍ୟ ସରକାର ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି । ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ।

ତା ସହିତ ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) ଗୁଡ଼ିକ ମଧ୍ୟ ଛୁଟି ରହିବ ।

ତେବେ ଆସନ୍ତା ୧୩ ତାରିଖ (ଦ୍ୱିତୀୟ ଶନିବାର)କୁ କିନ୍ତୁ ରାଜ୍ୟ ସରକାର କାର୍ଯ୍ୟ ଦିବସ ଭାବେ ଘୋଷଣା କରିଛନ୍ତି ।

Post Views1 Total Count

Apply Now


This will close in 0 seconds

error: Content is protected !!