ଅକ୍ଟୋବର ୪ ଏବଂ ୫ରେ ପୁଲିସ ଏସଆଇ ପରୀକ୍ଷା

ଶନିବାର ଦିନ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସଆଇ ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ଏସ୍‌ଆଇ ପଦବୀ ପାଇଁ ପରୀକ୍ଷା ଚଳିତ ବର୍ଷ ଅକ୍ଟୋବର ୪ ଏବଂ ୫ ତାରିଖରେ ଅନୁଷ୍ଠିତ ହେବ। ଓଏମଆର୍ ସିଟ୍ ଜରିଆରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ବିଜ୍ଞପ୍ତି ଅନୁଯାୟୀ,ଏସ୍‌ଆଇ ପଦବୀ ପାଇଁ ଓଏମ୍‌ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ଚଳିତ ବର୍ଷ ଅକ୍ଟୋବର ୪ ଏବଂ ୫ ୬ ତାରିଖରେ ଅନୁଷ୍ଠିତ ହେବ। ଓଏମଆର୍ ସିଟ୍ ଜରିଆରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ।

ଓଡ଼ିଶା ପୁଲିସ ୱେବସାଇଟ୍‌ରୁ ପରୀକ୍ଷା କେନ୍ଦ୍ର ଏବଂ ପରୀକ୍ଷା ସୂଚୀ ବିଷୟରେ ସବିଶେଷ ଜାଣିବା ପାଇଁ ସେପ୍ଟମ୍ବର ୨୦ ପରେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିବାକୁ ପରାମର୍ଶ ଦିଆଯାଇଛି।

Post Views28 Total Count

Apply Now


This will close in 0 seconds

error: Content is protected !!