ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ଓ ବାଣ ବନ୍ଦ

ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ଓ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଭସାଣ ବେଳେ ଲାଗିବନି ଲେଜର ଲାଇଟ। ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ବାଣକୁ ନିଷିଦ୍ଧ କରାଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ। ଭସାଣ ବେଳେ ଲାଗିବନି ଲେଜର ଲାଇଟ। ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଏହି ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ପୁଲିସ କମିସନର ଏସ ଦେବଦତ୍ତ ସିଂ, ଅତିରିକ୍ତ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଭୁବନେଶ୍ୱର ଏକାମ୍ବ୍ର ବିଧାୟକ ବାବୁ ସିଂଙ୍କ ସମେତ ବିଭିନ୍ନ ପୂଜା କମିଟିର କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିଲେ।

Post Views19 Total Count

Apply Now


This will close in 0 seconds

error: Content is protected !!