ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ । ୨୦ ନଭେମ୍ବର ୧୯୫୬ ମସିହାରେ ଜନ୍ମଗ୍ରହଣ କରିଥିଲେ ଶ୍ରୀ ଢୋଲକିଆ ।

ତାଙ୍କର ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କ ମହଲରେ ଗଭୀର ଶୋକର ଲହରୀ ଖେଳିଯାଇଛି ।

ସେ ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତି ହୋଇଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ନବୀନ ସରକାରରେ ସେ ମନ୍ତ୍ରୀ ଥିଲେ । ୨୦୦୯, ୨୦୧୯, ୨୦୨୪ରେ ସେ ବିଜୟୀ ହୋଇ ବିଧାୟକ ହୋଇଥିଲେ ।

Post Views31 Total Count

Apply Now


This will close in 0 seconds

error: Content is protected !!