ଉପରାଷ୍ଟ୍ରପତି ନିର୍ବାଚନ ନେଇ ବିଜେଡି ନେଲା କିଛି ଏଭଳି ନିଷ୍ପତ୍ତି

ନବୀନଙ୍କ ବଡ଼ ନିଷ୍ପତ୍ତି । ଉପରାଷ୍ଟ୍ରପତି ନିର୍ବାଚନ । ଭୋଟଦାନରୁ ବିରତ ରହିବ ବିଜେଡି । ସାଂସଦଙ୍କ ସହିତ ଆଲୋଚନା ପରେ ନବୀନଙ୍କ ନିଷ୍ପତ୍ତି । ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି ନବୀନ । ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ । ରାଜ୍ୟସଭାରେ ବିଜେଡିର ୭ ସାଂସଦ ଅଛନ୍ତି । ଏନଡିଏର ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ ।

Post Views2 Total Count

Apply Now


This will close in 0 seconds

error: Content is protected !!