ଉପରାଷ୍ଟ୍ରପତି ନିର୍ବାଚନରେ ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ

ଆସିଲା ଉପରାଷ୍ଟ୍ରପତି ନିର୍ବାଚନର ଫଳାଫଳ । ଜିତିଲେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ବିଜୟୀ ହୋଇଛନ୍ତି ।

ଇଣ୍ଡି ମେଣ୍ଟର ପ୍ରାର୍ଥୀଙ୍କୁ ୧୫୨ ଭୋଟରେ ହରାଇଛନ୍ତି ସିପି ରାଧାକ୍ରିଷ୍ଣନ । ତେବେ ନିର୍ବାଚନରେ ମୋଟ ୭୬୭ ଜଣ ସାଂସଦ ଭୋଟ୍ ଦେଇଥିଲେ । ଏଥିରରୁ ୭୫୨ ଜଣ ସାଂସଦଙ୍କ ଭୋଟ୍ ବୈଧ ହୋଇଥିଲା ଏବଂ ୧୫ଟି ଭୋଟ୍ ଅବୈଧ ହୋଇଛି ।

ନିର୍ବାଚନରେ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରଥମ ପସନ୍ଦରେ ୪୫୨ ଭୋଟ୍ ମିଳିଛି ଏବଂ ଇଣ୍ଡି ମେଣ୍ଟର ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରଥମ ପସନ୍ଦରେ ୩୦୦ ଭୋଟ୍ ମିଳିଛି ।

Post Views16 Total Count

Apply Now


This will close in 0 seconds

error: Content is protected !!