ଅସୁସ୍ଥ ହୋଇ ଡ଼ାକ୍ତରଖାନାରେ ଭର୍ତ୍ତି ହେଲେ ବୁଦ୍ଧାଦିତ୍ୟ

ଜଣାଶୁଣା ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। କଟକ ସିଡିଏର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ଫୁସ୍‌ଫୁସ୍‌ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବାରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ କିଛି ଦିନ ଧରି ସେ ଥଣ୍ଡା, ଜ୍ବରରେ ଆକ୍ରାନ୍ତ ହୋଇ ଗୁରୁତର ହେବା ପରେ ତାଙ୍କୁ ପଲ୍ୟୁମନାରୀ ମେଡ଼ିସିନ୍ ବିଭାଗରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।

Post Views102 Total Count

Apply Now


This will close in 0 seconds

error: Content is protected !!