ଚିଟ୍ ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଗତ ୧୪ ମାସ ମଧ୍ୟରେ ୪୯,୬୭,୬୮,୫୪୮ଟଙ୍କା ଫେରସ୍ତ

ରାଜ୍ୟ ସରକାର ଚିଟ୍ ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଗତ ୧୪ ମାସ ମଧ୍ୟରେ ୪୯,୬୭,୬୮,୫୪୮ଟଙ୍କା ଫେରସ୍ତ କରିଛନ୍ତି। ରୋଜ୍ ଭ୍ୟାଲି ଗ୍ରୁପ୍ ଅଫ୍ କମ୍ପାନୀ, ଗୋଲଡେନ୍‌ ଲ୍ୟାଣ୍ଡ ଡେଭଲପର୍ସ ଗ୍ରୁପ୍ ଅଫ୍ କମ୍ପାନୀ, ହାଇ-ଟେକ୍ ଇଷ୍ଟେଟସ୍ ଗ୍ରୁପ୍ ଅଫ୍ କମ୍ପାନୀର ଏବଂ ତଦନ୍ତ କମିଶନଙ୍କ ଅନ୍ତରୀଣ ରିପୋର୍ଟରେ ସୁପାରିଶ କରାଯାଇଥିବା ଜମାକାରୀଙ୍କୁ ମିଶାଇ ସର୍ବ ମୋଟ ୧,୩୩,୭୫୫ ଜଣ କ୍ଷତିଗ୍ରସ୍ତ ଜମାକାରୀ ଅନ୍ତର୍ଭୁକ୍ତ।

୪,୭୨,୬୫୧ ଜଣ କ୍ଷୁଦ୍ର ଜମାକାରୀକୁ କର୍ପସ ପାଣ୍ଠିରୁ ଅର୍ଥ ଫେରସ୍ତ ପାଇଁ ସୁପାରିଶ କରିଥିଲେ। ସେମାନଙ୍କ ମଧ୍ୟରୁ ୯୬,୮୦୧ ଜଣ କ୍ଷୁଦ୍ର ଜମାକାରୀକୁ ୪୬ କୋଟି ଟଙ୍କା କର୍ପସ ପାଣ୍ଠିରୁ ଫେରସ୍ତ କରାଯାଇଅଛି । ରାଜ୍ୟ ସରକାର କ୍ଷୁଦ୍ର ଜମାକାରୀମାନଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ୩୦୦ କୋଟି ଟଙ୍କାର ଏକ କର୍ପସ୍‌ ପାଣ୍ଠି ସୃଷ୍ଟି କରିଛନ୍ତି । ରାଜ୍ୟରେ ଆନୁମାନିକ ୨୪,୭୫,୭୮୨ କ୍ଷତିଗ୍ରସ୍ତ ଜମାକାରୀ ୬୮୬୦,୧୪,୪୨,୨୬୩ ଟଙ୍କା ବିଭିନ୍ନ ବେଆଇନ୍ ଆର୍ଥିକ ପ୍ରତିଷ୍ଠାନରେ ପୁଞ୍ଜି ନିବେଶ କରିଛନ୍ତି। ୩,୧୬,୦୬୩ ଜଣ ଜମାକାରୀଙ୍କୁ ମୋଟ ୧୨୩ କୋଟି ଟଙ୍କା ଫେରସ୍ତ କରାଯାଇଛି।

Post Views21 Total Count

Apply Now

This will close in 0 seconds

error: Content is protected !!