ସୀମାନ୍ତରେ ଯବାନ- ମାଓବାଦୀ ଗୁଳିବିନିମୟ: ତିନି ମାଓବାଦୀ ନିହତ

ଆଜି ସକାଳୁ ଝାରଖଣ୍ଡ ପୁଲିସ, ଯବାନ ଓଡ଼ିଶା- ଝାରଖଣ୍ଡ ସୀମାନ୍ତରେ ମାଓବାଦୀଙ୍କ ବିରୁଦ୍ଧରେ ଏକ ବଡ଼ ସଫଳତା ହାସଲ କରିଛି। ରାଉରକେଲା ବିଶ୍ରା ଠୁ ପ୍ରାୟ ୭୦ କିମି ଦୂର ଗୁମଲା ଜିଲ୍ଲାର ବିଶୁନପୁର ଥାନା ଅଞ୍ଚଳରେ ଝାରଖଣ୍ଡ ଜାଗୁଆର ଓ ଗୁମଲା ପୁଲିସ ସମେତ ସୁରକ୍ଷା ବାହିନୀ ଏବଂ ଝାରଖଣ୍ଡ ଜନ ମୁକ୍ତି ପରିଷଦ (ଜେଜେଏମପି)ର ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ତିନି ଜେଜେଏମପି ମାଓବାଦୀ ନିହତ ହୋଇଥିଲେ।

ଆଜି ସକାଳୁ ଝାରଖଣ୍ଡ ପୁଲିସ, ଯବାନ ଓଡ଼ିଶା- ଝାରଖଣ୍ଡ ସୀମାନ୍ତରେ ମାଓବାଦୀଙ୍କ ବିରୁଦ୍ଧରେ ଏକ ବଡ଼ ସଫଳତା ହାସଲ କରିଛି। ରାଉରକେଲା ବିଶ୍ରା ଠୁ ପ୍ରାୟ ୭୦ କିମି ଦୂର ଗୁମଲା ଜିଲ୍ଲାର ବିଶୁନପୁର ଥାନା ଅଞ୍ଚଳରେ ଝାରଖଣ୍ଡ ଜାଗୁଆର ଓ ଗୁମଲା ପୁଲିସ ସମେତ ସୁରକ୍ଷା ବାହିନୀ ଏବଂ ଝାରଖଣ୍ଡ ଜନ ମୁକ୍ତି ପରିଷଦ (ଜେଜେଏମପି)ର ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ତିନି ଜେଜେଏମପି ମାଓବାଦୀ ନିହତ ହୋଇଥିଲେ। ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି।
ଘଟଣାସ୍ଥଳରୁ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି। ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Post Views3 Total Count

Apply Now


This will close in 0 seconds

error: Content is protected !!