ରାଜ୍ୟ ସରକାରୀ ଉଦ୍ୟୋଗ କର୍ମଚାରୀଙ୍କୁ ପୂଜା ଭେଟି । ବଢ଼ିଲା ସେମାନଙ୍କ ମହଙ୍ଗା ଭତ୍ତା (ଡିଏ) । ସେମାନଙ୍କୁ ଅଧିକ ୨% ମହଙ୍ଗା ଭତ୍ତା ଦେବାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ଏହି କର୍ମଚାରୀମାନେ ଏଣିକି ୫୩ ପ୍ରତିଶଦ ବଦଳରେ ୫୫ ପ୍ରତିଶତ ଭତ୍ତା ପାଇବେ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲା ୨୦୨୫ରୁ ଲାଗୁ ହେବ । ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ା ଗସ୍ତରେ ଥିବା ବେଳେ ଶୁକ୍ରବାର ଦିନ ତମାମ ତାଙ୍କର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଥିଲା । ବିଳମ୍ବିତ ରାତି ଯାଏଁ ସେ ସରକାରୀ ଫାଇଲ କାମ କରିବା ସହ ଏହି ମହଙ୍ଗା ଭତ୍ତା ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି
Related Posts
ଛାତ୍ରବାସରେ ରାଗିଂ ଅଭିଯୋଗରେ ୧୦ ଜଣ ତୃତୀୟ ବର୍ଷ ଛାତ୍ରଙ୍କୁ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ
ରେଭେନ୍ସା ବିଶ୍ବବିଦ୍ୟାଳୟ ଛାତ୍ରବାସରେ ରାଗିଂ ଅଭିଯୋଗ । ଇଷ୍ଟ ହଷ୍ଟେଲ୍ର ପ୍ରଥମ ବର୍ଷ ଅନ୍ତେବାସୀଙ୍କୁ ତୃତୀୟ ବର୍ଷ ଅନ୍ତେବାସୀ ରାଗିଂ…
ସ୍କ୍ରବ୍ ଟାଇଫସ୍ ପାଇଁ ସ୍ୱତନ୍ତ୍ର ଗାଇଡ ଲାଇନ୍
ସୁନ୍ଦରଗଡ଼ ଜିଲ୍ଲାରେ ଦିନକୁ ଦିନ ବଢୁଛି ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଜିଲ୍ଲାରେ ୮୦୦ରୁ ଅଧିକ…
ଆଇସିଏସ୍ଇ ମାଟ୍ରିକ ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା, ବିଷ୍ଣୁ ଟପ୍ପର
ଆଇସିଏସ୍ଇ ମାଟ୍ରିକ ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା, ବିଷ୍ଣୁ ଟପ୍ପର ହୋଇଚନ୍ତି। ସେହିପରି ଆଇଏସ୍ସି ଦ୍ବାଦଶ ପରୀକ୍ଷାରେ ଦିଶା ଗୋଏଲ ଓଡ଼ିଶା…

