ବିଷାକ୍ତ ଖାଦ୍ୟ ଯୋଗୁଁ ପୂର୍ବତନ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ସମେତ ତାଙ୍କ ପରିବାର ୪ ଜଣ ଗୁରୁତର । ୨ ଜଣଙ୍କୁ ଜୟପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି । ଆଉ ୨ ଜଣଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଛି । ପଦ୍ମିନୀ ଦିଆନ ଗୁରୁତର ହେବାରୁ ଏବେ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି ।
Related Posts
ସମ୍ଭାବ୍ୟ ବାତ୍ୟା ପାଇଁ ଗଜପତି ଜିଲ୍ଲାରେ ୪ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
ସମ୍ଭାବ୍ୟ ବାତ୍ୟାମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା…
ବିଜେଡିରୁ ନିଲମ୍ବିତ ହେଲେ ୨ ବିଧାୟକ
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବଡ଼ ଆକ୍ସନ । ବିଜେଡିରୁ ନିଲମ୍ବିତ ହେଲେ ୨ ବିଧାୟକ । ଅରବିନ୍ଦ ମହାପାତ୍ର…
ଆସନ୍ତାକାଲିଠୁ ରାଜ୍ୟରେ ସ୍କୁଲ ଓ କଲେଜ ବନ୍ଦ
ରାଜ୍ୟରେ ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ରାଜ୍ୟରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ରାଜସ୍ଵ…

