ଆଉ କିଛି ସମୟ ପରେ ଆରମ୍ଭ ହେବ ଲ୍ୟାଣ୍ଡଫଲ ପ୍ରକ୍ରିୟା

ଆରମ୍ଭ ହେବ ଲ୍ୟାଣ୍ଡଫଲ ପ୍ରକ୍ରିୟା । ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଅନୁଭୂତ ହେଲାଣି ବାତ୍ୟା ମୋନ୍ଥାର ପ୍ରଭାବ । ଘଣ୍ଟାପ୍ରତି ୧୫ କିମି ବେଗରେ ଆସୁଛି ।

ଆନ୍ଧ୍ରପ୍ରଦେଶ କାକିନାଡାର କୋନାସୀମାରେ ସ୍ଥଳଭାଗ ଅତିକ୍ରମ କରିବ । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ୧୦୦ରୁ ୧୧୦ କିମି ରହିପାରେ ।

ବର୍ତ୍ତମାନ ମଚ୍ଛଲିପଟ୍ଟନମ ଠାରୁ ୧୦୦କିଲୋମିଟର, କାକିନାଡାଠୁ ୧୮୦କିମି, ଗୋପାଳପୁରଠୁ ୫୦୦ କିମି ଦୂରରେ ଘନୀଭୂତ ରହିଛି ମୋନ୍ଥା । ମୋନ୍ଥା ପ୍ରଭାବରେ ବର୍ଷାର ପରିମାଣ ମଧ୍ୟ ବଢ଼ିବାରେ ଲାଗିଛି । ଆନ୍ଧ୍ରର ୩୦ଟି ବିଧାନସଭା କ୍ଷେତ୍ରରେ ବର୍ଷା ହୋଇଛି ।

Post Views13 Total Count

Apply Now


This will close in 0 seconds

error: Content is protected !!