ବିଗିଡ଼ିଲା ବଲିଉଡ ସୁପରଷ୍ଟାର ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା

ବିଗିଡ଼ିଲା ବଲିଉଡ ସୁପରଷ୍ଟାର ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା। ଗତ କିଛି ଦିନ ଧରି ସେ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ଥିବା ବେଳେ ଆଜି ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାଯାଇଛି।

ସୂଚନା ମିଳିଛି ଯେ, ଆଜି ତାଙ୍କ ଅବସ୍ଥା ଆହୁରି ଖରାପ ହେବା ପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯିବା ସହ ଭେଣ୍ଟିଲେଟରରେ ରଖାଯାଇଛି।

ଏଭଳି ହଠାତ୍ ଧର୍ମେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବ‌ାରୁ ପରିବାର ଓ ସମ୍ପର୍କୀୟମାନେ ତାଙ୍କୁ ଭେଟିବା ପାଇଁ ହସ୍ପିଟାଲକୁ ଆସିବା ଆରମ୍ଭ କରିଛନ୍ତି।

Post Views51 Total Count

Apply Now


This will close in 0 seconds

error: Content is protected !!