ନୂଆବର୍ଷରେ ମିଳିବ ଡବଲ୍ କିସ୍ତି

ନୂଆ ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର। ଆସିଲା ବଡ଼ ଅପ୍‌ଡେଟ୍। ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ଟଙ୍କା ପାଇବେ ଯୋଗ୍ୟ ହିତାଧିକାରୀ। ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି ଯେ, ଆମେ ପୋର୍ଟାଲ ଖୋଲିଛୁ । ୨୧ ବର୍ଷ ଯାହାକୁ ହେଲା ସେମାନେ ଆପେ ଆପେ ଯୋଡ଼ି ହେଉଛନ୍ତି । ସମସ୍ତେ ସୁଭଦ୍ରା ଟଙ୍କା ପାଇବେ ସେଥିପାଇଁ ଆମ ବିଭାଗ କାମ କରୁଛି। କ୍ଷେତ୍ର ପରିଦର୍ଶନ ପରେ ସୁଭଦ୍ରା ଯୋଜନାରେ ୧୭ ଲକ୍ଷରୁ ଉର୍ଦ୍ଧ୍ବ ମହିଳା ଯୋଡ଼ି ହେଲେଣି। ବର୍ତ୍ତମାନ ୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ/ଦ୍ୱିତୀୟ କିସ୍ତି ପାଇଛନ୍ତି। ସେଥି ମଧ୍ୟରୁ ୯୭ ଲକ୍ଷ ୫୧ ହଜାର ୪୭୯ ଜଣ ମହିଳା ସୁଭଦ୍ରା ଟଙ୍କା ପାଇଛନ୍ତି।

Post Views17 Total Count

Apply Now


This will close in 0 seconds

error: Content is protected !!