ହାତୀ ପାଇଁ ଶିଖରଚଣ୍ଡୀ ବନ୍ଦ !!

ହାତୀ ପାଇଁ ଶିଖରଚଣ୍ଡୀ ବନ୍ଦ। ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼ରେ ୨ ଦନ୍ତା ବୁଲୁଥିବାରୁ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପଦକ୍ଷେପ ନେଇଛି। ବନ୍ଦ କରାଯାଇଛି ଶିଖରଚଣ୍ଡୀ ପୀଠ। ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିବ ଶିଖରଚଣ୍ଡୀ ପୀଠ। ମନ୍ଦିର ପ୍ରବେଶ ଗେଟରେ ତାଲା ପକାଇଲା ବନ ବିଭାଗ।

ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼। ଲୋକଙ୍କ ସୁରକ୍ଷା ନେଇ ଇନଫୋସିଟି ଥାନାକୁ ଅବଗତ କରିଛି ବନ ବିଭାଗ। ଗତ ୫ ଦିନ ହେଲା ଶିଖରଚଣ୍ଡୀ ପାହଡ଼ରେ ବୁଲୁଛନ୍ତି ୨ଟି ହାତୀ ।  ହାତୀ ନଯିବା ପର୍ଯ୍ୟନ୍ତ ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ
ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗର ପଦକ୍ଷେପ
ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ
ପର୍ଯ୍ୟଟନ ଋତୁ ଥିବାରୁ ଶିଖରଚଣ୍ଡୀରେ ହେଉଥିଲା ପର୍ଯ୍ୟଟକଙ୍କ ଭିଡ଼
ଲୋକଙ୍କ ସୁରକ୍ଷା ନେଇ ଇନ୍‌ଫୋସିଟି ଥାନାକୁ ଅବଗତ କଲା ବନ ବିଭାଗ ।

Post Views102 Total Count

Apply Now


This will close in 0 seconds

error: Content is protected !!