ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଏପ୍ରିଲରୁ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ ଜନଗଣନା । 30 ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ ।

ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା ।

Post Views1 Total Count

Apply Now


This will close in 0 seconds

error: Content is protected !!