ରାଜ୍ୟରେ ଆଗୁଆ ହେବ ପଞ୍ଚାୟତ ନିର୍ବାଚନ

ରାଜ୍ୟରେ ଆଗୁଆ ହେବ ପଞ୍ଚାୟତ ନିର୍ବାଚନ। ଏ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।

ଜନଗଣନା ପାଇଁ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ୨ରୁ ୩ ମାସ ପୂର୍ବରୁ ପଞ୍ଚାୟତ ନିର୍ବାଚନ ହୋଇପାରେ।

ଭାଜପା ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟଙ୍କୁ ଟାସ୍କ ଦେଇଛନ୍ତି। ୬ ମାସ ଭିତରେ ଅଧୁରା କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Post Views1 Total Count

Apply Now


This will close in 0 seconds

error: Content is protected !!