କୂଅରେ ପଡ଼ିଲା ପିକଅପ୍ ଭ୍ୟାନ୍,୧୪ ଜଣଙ୍କ ମୃତ୍ୟୁ

ମହାରାଷ୍ଟ୍ରର ପଣ୍ଡରପୁରରେ ଏକ ହୃଦୟବିଦାରକ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଏକ କୂଅ ମଧ୍ୟକୁ ଖସିପଡ଼ିଛି ।

ଏହି ଭୟଙ୍କର ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି । ସୂଚନା ଅନୁସାରେ, ତୀର୍ଥଯାତ୍ରୀମାନେ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପଣ୍ଡରପୁର ଅଭିମୁଖେ ଯାଉଥିଲେ ।

ହେଲେ ରାସ୍ତାରେ ହଠାତ୍ ଗାଡ଼ିଟି ନିୟନ୍ତ୍ରଣ ହରାଇ ରାସ୍ତା କଡ଼ରେ ଥିବା ଏକ ଗଭୀର କୂଅକୁ ଖସି ପଡ଼ିଥିଲା ।

Post Views20 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!