ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ,ଅଯୋଗ୍ୟତା ଆବେଦନ ଖାରଜ

ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଅଭିଯୋଗକୁ ନେଇ ବିଜୁ ଜନତା ଦଳ ପକ୍ଷରୁ ଦାଖଲ କରାଯାଇଥିବା ଅଯୋଗ୍ୟତା ଆବେଦନ ଖାରଜ । ଆବେଦନକୁ ଖାରଜ କଲେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ।

ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନ ସମୟରେ କ୍ରସ୍‌ ଭୋଟିଂ କରିଥିବା ଅଭିଯୋଗରେ ଆଠ ଜଣ ବିଧାୟକଙ୍କ ବିରୋଧରେ ବିଜେଡ଼ି ଏହି ଆବେଦନ ଦାଖଲ କରିଥିଲା ।

ସୁବାସିନୀ ଜେନା, ସୌଭିକ ବିଶ୍ବାଳ, ଚକ୍ରମଣି କହଁର, ସନାତନ ମହାକୁଡ଼, ନବ କିଶୋର ମଲ୍ଲିକ, ଅରବିନ୍ଦ ମହାପାତ୍ର, ରମାକାନ୍ତ ଭୋଇ ଓ ଦେବିରଞ୍ଜନ ତ୍ରିପାଠୀଙ୍କ ବିରୋଧରେ କରାଯାଇଥିବା ଅଯୋଗତ୍ୟା ଆବେଦନ ଖାରଜ ହୋଇଛି ।

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!