ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଜି ପରଲୋକ ହୋଇଛି ।

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ସୁଶାନ୍ତ ସିଂହ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ ।

କିଛିଦିନ ପୂର୍ବରୁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା, କିନ୍ତୁ ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଆହୁରି ଖରାପ ହୋଇଥିଲା ଏବଂ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ ।

Post Views10 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!