ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ଦେହାନ୍ତ

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ ଗୁରୁତର ଅବସ୍ଥାରେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହେଇଛି। ୧୯୬୭ରୁ ୧୯୯୦ ମଧ୍ୟରେ ଶ୍ରୀ ମାଝୀ ପରିବହନ, ଅର୍ଥ ଓ ସଂସ୍କୃତି ମନ୍ତ୍ରୀ ଭାବରେ ୪ଥର ରାଜ୍ୟ ମନ୍ତ୍ରିମଣ୍ଡଳରେ କାର୍ଯ୍ୟ କରିଛନ୍ତି।
ଡାବୁଗାଁ ତତ୍କାଳନୀ କୋଡିଙ୍ଗା ନିର୍ବାଚନ ମଣ୍ଡଳୀରୁ ପ୍ରତି ନିଧିତ୍ବ କରି ଓଡ଼ିଶା ବିଧାନସଭାକୁ ନି ର୍ବ। ଚିତ ହୋଇଥିଲେ। ଶ୍ରୀ ମାଝୀ ସ୍ବତନ୍ତ୍ର ଦଳ, ଭାରତୀୟ ଜାତୀୟ କଂଗ୍ରେସ ଏବଂ ବିଜୁ ଜନତା ଦଳ ଓ ବିଜେପି ସହିତ ଜଡ଼ିତ ଥିଲେ । ୨୦୦୯ରେ ନବରଙ୍ଗପୁର ଲୋକସଭା ଆସନରୁ ବିଜେଡି ଟିକେଟରେ ନିର୍ବାଚନ ଲଢ଼ି ଶ୍ରୀ ମାଝୀ ହାରିଥିଲେ । ୨୦୧୮ ଅକ୍ଟୋବରରେ ସେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ |

Post Views53 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!