କୁଲଗାମରେ ଏନକାଉଣ୍ଟର, ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

ଜମ୍ମୁ-କାଶ୍ମୀର କୁଲଗାମରେ ଏନକାଉଣ୍ଟର ହୋଇଛି । ‘ଅପରେସନ୍ ଅଖଲ’ର ନବମ ଦିନରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି…

ଅଯୋଧ୍ୟାରେ ଶ୍ରୀରାମଙ୍କ ମନ୍ଦିର ପରେ ବିହାରରେ ନିର୍ମାଣ ହେବ ମାତା ସୀତାଙ୍କ ମନ୍ଦିର

ଅଯୋଧ୍ୟାରେ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ହେବା ପରେ ମାତା ସୀତାଙ୍କ ପାଇଁ ଭବ୍ୟ ମନ୍ଦିର ନିର୍ମାଣ…

କେନିଆର ନାଇରୋବିଠାରେ ଉଇକିମାନିଆ ୨୦୨୫ରେ ଯୋଗଦେଲେ ଓଡ଼ିଶାର ଉଇକିଆଳି

ଉଇକିମିଡ଼ିଆ ସମୁଦାୟ ତଥା ଉଇକିପିଡ଼ିଆର ବାର୍ଷିକ ଉତ୍ସବ ଭାବରେ ପାଳନ କରାଯାଉଥିବା ଆନ୍ତର୍ଜାତୀୟ କାର୍ଯ୍ୟକ୍ରମ ଉଇକିମାନିଆ, ଏଥର କେନିଆର ନାଇରୋବି…

ଜାତୀୟ ହସ୍ତତନ୍ତ ଦିବସ ଓ ରକ୍ଷା ବନ୍ଧନ ଉପଲକ୍ଷେ ଅରୁନ୍ଧତୀ ଗ୍ରୁପ ତରଫରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଜାତୀୟ ହସ୍ତତନ୍ତ ଦିବସ ଓ ରକ୍ଷା ବନ୍ଧନ ଉପଲକ୍ଷେ ଅରୁନ୍ଧତୀ ଗ୍ରୁପ ତରଫରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ   ଅରୁନ୍ଧତୀ ବାନ୍ଧକଳା…

ପୋଲିସ ଡ୍ରାଇଭର ନିଯୁକ୍ତି ସର୍ବାଧିକ ବୟସ ସୀମା ୪ ବର୍ଷ କୋହଳ

ପୋଲିସ ଡ୍ରାଇଭର ନିଯୁକ୍ତି ପ୍ରସଙ୍ଗରେ ସର୍ବାଧିକ ବୟସସୀମା ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ହାଇକୋର୍ଟ । ସର୍ବାଧିକ ବୟସ ସୀମା…

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତକୁ  ଧରିଲା ପୁଲିସ

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତକୁ ପୁଲିସ ଗିରଫ କରିବାରେ ସଫଳ ହୋଇଛି। ମୁଖ୍ୟ ଅଭିଯୁକ୍ତ ହେଲା ଗଣେଶ୍ବର…

Apply Now


This will close in 0 seconds

error: Content is protected !!